Take a fresh look at your lifestyle.
Browsing Tag

Naveen Patnaik

Tejeswar Parida: ପଦ୍ମ ପୋଖରୀରେ ତେଜେଶ୍ୱରଙ୍କ ଲମ୍ଫ

ଗତକାଲି ସେ ବିଜେଡ଼ିରୁ ଇସ୍ତଫା ଦେଇଥିଲେ। ଇମେଲ ଯୋଗେ ସେ ତାଙ୍କ ଇସ୍ତଫା ପତ୍ରକୁ ବିଜେଡ଼ି ସୁପ୍ରିମୋଙ୍କୁ ପଠାଇଥିଲେ। ଏନେଇ ସେ ନିଜେ ସୋସିଆଲ ମିଡ଼ିଆରେ ସୂଚନା ଦେଇଥିଲେ। ତେବେ ତାଙ୍କ ଇସ୍ତଫା ପରେ ବିଜେପିରେ ଯୋଗଦାନ ନେଇ ଚର୍ଚ୍ଚା ଜୋର ଧରିଥିଲା। ଆଜି ସେ ବିଜେପିରେ ଯୋଗଦାନ କରିଛନ୍ତି।

CM Naveen Patnaik visit Balangir: ବଲାଙ୍ଗୀରରେ ବିଜୁ ସ୍ବାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ

CM Naveen Patnaik visit Balangir: ବଲାଙ୍ଗୀର: ମୁଖ୍ୟମନ୍ତ୍ରୀଙ୍କ ଫୋକସରେ ପଶ୍ଚିମ ଓଡ଼ିଶା । ଫଳରେ ଦିନିକିଆ ବଲାଙ୍ଗୀର ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ପ୍ରାୟ ୮୨୮ କୋଟି ଟଙ୍କାର ୧୨୮ଟି ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଟିଟିଲାଗଡ଼, ପାଟଣାଗଡ଼ ଓ…

CM ନବୀନଙ୍କ ଦୂରଦୃଷ୍ଟିକୁ OSLର ପ୍ରଶଂସା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ କ୍ରୀଡା ପ୍ରତିଥିବା ଦୂରଦୃଷ୍ଟିକୁ ଓଡିଶା ଷ୍ଟିଭେଡର୍ସ ଲିମିଟେଡ୍ (OSL) ପ୍ରଶଂସା କରିଛି। ଜାତୀୟ କ୍ରୀଡା ଦିବସ ଅବସରରେ କମ୍ପାନୀ, ଓଡିଶା ସରକାରଙ୍କୁ ଭାରତୀୟ ପୁରୁଷ ଓ ମହିଳା ହକି ଦଳର ପ୍ରାୟୋଜକ ଅବଧିକୁ ବଢାଇବା ପାଇଁ ନେଇଥିବା ନିଷ୍ପତ୍ତି…